ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଲେଡିଜ ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ମୃତଦେହ। ତାଙ୍କ ଘର କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇର ଚଢ଼େଇଆ ଅଞ୍ଚଳରେ ବୋଲି ଜଣାପଡିଛି।