'ଉତ୍କର୍ଷ ଓଡ଼ିଶା' କାର୍ଯ୍ୟକ୍ରମରେ କେନ୍ଦୁଝର ଷ୍ଟିଲ ପ୍ଲାଣ୍ଟ ପାଇଁ ଚୁକ୍ତି ସ୍ବାକ୍ଷରିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା ।