ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଏବେ ବନ ବିଭାଗକୁ ସହଯୋଗ କରିବ ପୋଲିସ । ଏଥିପାଇଁ ଗଠନ ହୋଇଛି ସ୍ୱତନ୍ତ୍ର ଟାସ୍କ ଫୋର୍ସ ।