¡Sorpréndeme!

ଓଡ଼ିଶାରେ ସିଙ୍ଗାପୁର ରାଷ୍ଟ୍ରପତି, ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ, ସ୍ବାକ୍ଷରିତ ହେବ ଏମଓୟୁ

2025-01-17 0 Dailymotion

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ସନ୍ମୁଗରତ୍ନମ । ଭୁବନେଶ୍ବର ବିମାନ ବନ୍ଦରରେ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।