¡Sorpréndeme!

ବିଜୁଳି ଘଡ଼ଘଡ଼ି ସହ ଛେଚିବ ବର୍ଷା, ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ

2025-04-20 4 Dailymotion

ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ବହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।