ପ୍ରଥମ ପର୍ଯ୍ୟାୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ରାଜସ୍ଵ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ।