ନାବାଳିକା ଦୁଷ୍କର୍ମ ହତ୍ୟା ମାମଲା, ନିମ୍ନ ଅଦାଲତଙ୍କ ଫାଶୀ ଦଣ୍ଡାଦେଶକୁ ପୁନର୍ବିଚାର ପାଇଁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ
2025-04-23 0 Dailymotion
ସୁନ୍ଦରଗଡ଼ ନାବାଳିକା ଦୁଷ୍କର୍ମ ଏବଂ ହତ୍ୟା ମାମଲା । ନିମ୍ନ ଅଦାଲତଙ୍କ ଫାଶୀ ଦଣ୍ଡାଦେଶକୁ ପୁନର୍ବିଚାର କରିବାକୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ ।