ଦିନିକିଆ ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସି ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରି ବିଦ୍ୟାଳୟର ଶତବାର୍ଷିକୀ ଉତ୍ସବରେ ଯୋଗ ଦେଲେ । ଶିଳ୍ପ ନେଇ ବଡ଼ ଘୋଷଣା ।