KIIT ବିଶ୍ୱବିଦ୍ୟାଳୟର ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା । ତଦନ୍ତ ପରେ ଦୋଷୀକୁ ଦଣ୍ଡ ଦିଆଯିବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ କହିଛନ୍ତି ।