'ଅପରେସନ ସିନ୍ଦୂର' ପରେ ଭାରତୀୟ ସେନାର ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କହିଲେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ବରଦାସ୍ତ କରାଯିବ ନାହିଁ ।